ଅଷ୍ଟ୍ରେଲିଆରେ ହେବାକୁ ଥିବା ଆଗାମୀ ଟ୍ବେଣ୍ଟି-୨୦ ବିଶ୍ବକପ୍ ରେ ଧୋନି ଙ୍କ ଖେଳିବା ନେଇ ଜାଣନ୍ତୁ କଣ କହିଲେ ଶାସ୍ତ୍ରୀ

  1. Home
  2. ODI Cricket

ଅଷ୍ଟ୍ରେଲିଆରେ ହେବାକୁ ଥିବା ଆଗାମୀ ଟ୍ବେଣ୍ଟି-୨୦ ବିଶ୍ବକପ୍ ରେ ଧୋନି ଙ୍କ ଖେଳିବା ନେଇ ଜାଣନ୍ତୁ କଣ କହିଲେ ଶାସ୍ତ୍ରୀ

ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ କ୍ୟାରିୟରକୁ ନେଇ ନାନା ଆଲୋଚନା ଚାଲିଛି। ଗତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍ରେ ଧୋନୀ ଶେଷଥର ପାଇଁ ଭାରତୀୟ ଜର୍ସିରେ ନଜର ଆସିଥିଲେ। ଏହାପରେ ସେ କ୍ରିକେଟରୁ ଏକପ୍ରକାର ଦୂରେଇ ଯାଇଛନ୍ତି। ଭାରତର ଏହି ପୂର୍ବତନ ସଫଳ ଅଧିନାୟକ ପୁଣିଥରେ କେବେ କ୍ରିକେଟ୍ ମୈଦାନକୁ ପ୍ରତ୍ୟାବର୍ତ୍ତନ କରିବେ ସେନେଇ କୌଣସି …


ଅଷ୍ଟ୍ରେଲିଆରେ ହେବାକୁ ଥିବା ଆଗାମୀ ଟ୍ବେଣ୍ଟି-୨୦ ବିଶ୍ବକପ୍ ରେ ଧୋନି ଙ୍କ ଖେଳିବା ନେଇ ଜାଣନ୍ତୁ କଣ କହିଲେ ଶାସ୍ତ୍ରୀ

ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ କ୍ୟାରିୟରକୁ ନେଇ ନାନା ଆଲୋଚନା ଚାଲିଛି। ଗତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ରେ ଧୋନୀ ଶେଷଥର ପାଇଁ ଭାରତୀୟ ଜର୍ସିରେ ନଜର ଆସିଥିଲେ। ଏହାପରେ ସେ କ୍ରିକେଟରୁ ଏକପ୍ରକାର ଦୂରେଇ ଯାଇଛନ୍ତି।

ଅଷ୍ଟ୍ରେଲିଆରେ ହେବାକୁ ଥିବା ଆଗାମୀ ଟ୍ବେଣ୍ଟି-୨୦ ବିଶ୍ବକପ୍ ରେ ଧୋନି ଙ୍କ ଖେଳିବା ନେଇ ଜାଣନ୍ତୁ କଣ କହିଲେ ଶାସ୍ତ୍ରୀ

ଭାରତର ଏହି ପୂର୍ବତନ ସଫଳ ଅଧିନାୟକ ପୁଣିଥରେ କେବେ କ୍ରିକେଟ୍‌ ମୈଦାନକୁ ପ୍ରତ୍ୟାବର୍ତ୍ତନ କରିବେ ସେନେଇ କୌଣସି ସଠିକ୍‌ ତଥ୍ୟ ନାହିଁ। ଭାରତକୁ ଦୁଇ ଥର ବିଶ୍ବକପ୍ ବିଜୟୀ କରାଇଥିବା ବହୁ ଲୋକପ୍ରିୟ କ୍ରିକେଟ୍ ତାରକା ମହେନ୍ଦ୍ର ସିଂହ ଧୋନି ଖୁବଶୀଘ୍ର ଏକଦିବସୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିପାରନ୍ତି ବୋଲି ଶାସ୍ତ୍ରୀ ଏକ ସାକ୍ଷାତ୍‌କାର ଅବସରରେ ଏହିଭଳି କିଛି ସୂଚନା ଦେଇଛନ୍ତି।

ଅଷ୍ଟ୍ରେଲିଆରେ ହେବାକୁ ଥିବା ଆଗାମୀ ଟ୍ବେଣ୍ଟି-୨୦ ବିଶ୍ବକପ୍ ରେ ଧୋନି ଙ୍କ ଖେଳିବା ନେଇ ଜାଣନ୍ତୁ କଣ କହିଲେ ଶାସ୍ତ୍ରୀ

ଆସନ୍ତା ଆଇପିଏଲ୍‌ରେ ଭଲ ପ୍ରଦର୍ଶନ କଲେ ତାଙ୍କୁ ଅଷ୍ଟ୍ରେଲିଆରେ ଆୟୋଜିତ ହେବାକୁ ଥିବା ଟ୍ବେଣ୍ଟି-୨୦ ବିଶ୍ବକପ୍ ଲାଗି ବିଚାରକୁ ନିଆଯାଇପାରେ। ମୁଖ୍ୟ ପ୍ରଶିକ୍ଷକ ରବି ଶାସ୍ତ୍ରୀ ଗୁରୁବାର ଏହି ସଙ୍କେତ ମଧ୍ୟ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଧୋନୀଙ୍କ ଅବସର ନେଇ ଚାରିଆଡ଼ୁ ଆଲୋଚନା ହେଉଥିଲେ ମଧ୍ୟ ସେ ନିଜେ ବର୍ତ୍ତମାନ ସୁଦ୍ଧା ଏ ବିଷୟରେ ବିଧିବଦ୍ଧ ଭାବେ କିଛି ଘୋଷଣା କରିନାହାନ୍ତି।